Breaking News

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦ୍ୱାରା ଜାଗା ମିଶନ ଅଭିଯାନରେ ଜମି ପଟ୍ଟା ବଣ୍ଟନ

Date:31-01-2020



ଝାରସୁଗୁଡ଼ା ପୌରପରିଷଦ କାର୍ଯ୍ୟାଳୟରେ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଆଇନ (୨୦୧୭) ଅନ୍ତର୍ଗତ ମାନ୍ୟବର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ଆଜି ଜମି ଅଧିକାର ପ୍ରମାଣ ପତ୍ର ବଣ୍ଟନ କରିଛନ୍ତି । ଆଜି ୪୨ଜଣଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଯାଇଛି ।ତେବେ ଫେବୃୟାରୀ ମାସ ସୁଦ୍ଧା ଆହୁରି ହିତାଧିକାରୀ ଙ୍କୁ ପଟ୍ଟା ପ୍ରଦାନ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

Latest News