Breaking News

କେନ୍ଦ୍ରମନ୍ତ୍ରୀଙ୍କ ଅଚାନକ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ଗସ୍ତ

Date:10-08-2019




ଓଜସ୍ଵୀ ବାଲେଶ୍ୱର: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଅଚାନକ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ । ମନ୍ତ୍ରୀଙ୍କ ଗସ୍ତ ପରେ ବାଲେଶ୍ୱର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ମଧ୍ୟ ପହଞ୍ଚିଥିଲେ । ମେଡିକାଲର ପରିମଳ ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଥିଲେ । ରୋଗୀସେବା ଓ ଉନ୍ନତ ଚିକିତ୍ସା ବ୍ୟବସ୍ଥା ନେଇ ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଥିଲେ ।

Latest News