Breaking News

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ୫ ଦିନ ଧରି ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା

Date:23-09-2019



ଓଜସ୍ଵୀ ଭୁବନେଶ୍ବର: ଆସୁଛି ବଡ ବର୍ଷା। ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ୫ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୨୫ ଓ ୨୬ ତାରିଖ ବେଳକୁ ବର୍ଷାର ପରିମାଣ ଅଧିକ ରହିବ। ତେଣୁ ଏହି ଦୁଇ ଦିନ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

Latest News