- OJASWI
Breaking News

ଝାରସୁଗୁଡ଼ା ପୌର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ନିଲମ୍ବିତ କଲେ ରାଜ୍ୟ ସରକାର

Date:19-01-2021



ସରକାରୀ ନିର୍ଦ୍ଦେଶ ଅବମାନନା, ପ୍ରଶାସନିକ ଅପାରଗତା, ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ରୂପାୟନରେ ବିଫଳତା, ଧାର୍ଯ୍ୟ ଲକ୍ଷ୍ୟ ହାସଲରେ ବିଫଳତା ଅଭିଯୋଗରେ ଝାରସୁଗୁଡା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧୁରୀ ରାମଚନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ଶ୍ରୀ ପ୍ରଧାନଙ୍କ ବିରୋଧରେ ଆସି ଉପରୋକ୍ତ ଅଭିଯୋଗ ଉପରେ ତର୍ଜମା କରିବା ପରେ ଉପରୋକ୍ତ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ରାଜ୍ୟ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି ।

Latest News